ସୋନପୁର: ପିତାମହୁଲରେ ପଞ୍ଚଦିବସୀୟ ନିଷ୍ଠା ଅନ୍ତର୍ନିବେଶୀ ଶିକ୍ଷା ଶିକ୍ଷକ ପ୍ରଶିକ୍ଷଣ ଶିବିର ଉଦଯାପିତ, ଯୋଗଦେଲେ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ l
Sonapur, Subarnapur (Sonepur) | Aug 22, 2025
ସୁବର୍ଣ୍ଣପୁର ଜିଲ୍ଲା ସୁବଳୟା ଥାନା ଅନ୍ତର୍ଗତ ପିତାମହୁଲ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସରରେ ପଞ୍ଚ ଦିବସୀୟ ନିଷ୍ଠା ଅନ୍ତର୍ନିବେଶୀ ଶିକ୍ଷା...