ବାରିପଦା ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ମୟୂରଭଞ୍ଜ ଜିଲ୍ଲା ସ୍ତରୀୟ ଜାତୀୟ ପ୍ରେସ୍ ଦିବସ-2026 ପାଳିତ ହୋଇଛି। 'ସାମ୍ବାଦିକତା : ଲୋକପ୍ରିୟତା ବନାମ କର୍ତ୍ତବ୍ୟବୋଧ' ବିଷୟବସ୍ତୁ ଉପରେ ଆଲୋଚନା କରାଯାଇଛି।