କୋରାପୁଟ ସହର: ଆସନ୍ତା ୯ ଓ ୧୦ ତାରିଖରେ କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା ନେଇ ୟେଲୋ ୱାର୍ନିଂ ଜାରି କରିଛି ରାଜ୍ୟ ପାଣିପାଗ ବିଜ୍ଞାନ କେନ୍ଦ୍ର
Koraput Town, Koraput | Sep 7, 2025
କୋରାପୁଟ ଜିଲ୍ଲାର ବିଭିନ୍ନ ସ୍ଥାନରେ ଆସନ୍ତା ୯ ଓ ୧୦ ତାରିଖରେ ପ୍ରବଳ ବର୍ଷା ସମ୍ଭାବନା ନେଇ ୟେଲୋ ୱାର୍ନିଂ ଜାରି କରିଛି ରାଜ୍ୟ ପାଣିପାଗ...