Public App Logo
Jansamasya
News
पुलिस
Maharashtra
बॉलीवुड
Bjp
National
Police
Bihar
India
कांग्रेस
Congress
Modi
Delhi
Viral
Rajasthan
Bollywood
दिल्ली
Patna
Breakingnews
Narendramodi
Madhya_pradesh
अनिल
Cm
Pmmodi
Rahulgandhi
यूपी
कानपुर
Pm
Uttarpradesh

ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: କଟକ ଗଣ୍ଡଗୋଳକୁ ନେଇ ଭୁବନେଶ୍ୱର ସରକାରୀ ବାସ ଭବନରେ ପ୍ରତିକ୍ରିୟା ରଖିଲେ ଆଇନ ମନ୍ତ୍ରୀ ପୃଥିରାଜ ହରିଚନ୍ଦନ

କଟକ ଗଣ୍ଡଗୋଳକୁ ନେଇ ଆଇନ ମନ୍ତ୍ରୀଙ୍କ ପ୍ରତିକ୍ରିୟା | ଉଦବେଗଜନକ ସ୍ଥିତିରୁ ଧିରେ ଧିରେ ସାଧାରଣ ହେଉଛି ପରିସ୍ଥିତି । ପୋଲିସ ଯଥା ଯୋଗ୍ୟ ପଦକ୍ଷେପ ନେବା କଥା ନେଇଛନ୍ତି । ମୁଖ୍ୟମନ୍ତ୍ରୀ ମଧ୍ୟ ଶାନ୍ତି ପାଇଁ ଅପିଲ କରିଛନ୍ତି । ସରକାରଙ୍କ ତରଫରୁ ଅନୁରୋଧ କରାଯାଉଛି ।