ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ବିଭିନ୍ନ ସ୍ଥାନରେ ପୂଜା ମଣ୍ଡପରେ ପୂଜା ପାଉଛନ୍ତି ମା ଦୁର୍ଗା. କବିସୂର୍ଯ୍ୟନଗର ବ୍ଲକ ଅନ୍ତର୍ଗତ ବୁଢ଼ାମ୍ବ ଠାରେ ଦୁର୍ଗା ପୂଜା ଅବସରରେ ଏକ ସାମାଜିକ ନାଟକ ଅନୁଷ୍ଠିତ ହୋଇଥିବା ବେଳେ. ଏଥିରେ ଭାଗନେଇ ଥିବା ସ୍ଥାନୀୟ କଳାକାର ଙ୍କୁ ଭେଟି ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି କବିସୂର୍ଯ୍ୟନଗର ବିଧାୟକ ପ୍ରତାପ ଚନ୍ଦ୍ର ନାୟକ।