ପୁରୁଣାପାଣି ଉଚ୍ଚ ବିଦ୍ୟାଳୟ ପରିସରରେ ଓଡ଼ିଶା ପୋଲିସ ତରଫରୁ ସାଇବର ସଚେତନତା ଆକାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଥିଲା।ପ୍ରାପ୍ତିସୂଚନାନୁସାରେ ହାତୀବାରି ଥାନା ଅଧିକାରୀ ସୁରେନ୍ଦ୍ର କୁମାର ନାୟକଙ୍କ ଉପସ୍ଥିତିରେ ଆରମ୍ଭ ହୋଇଥିଲା।ଏଥିରେ ଉକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ବନ୍ଦନା ରାଣୀ ପଟେଲ, ମୋ ସ୍କୁଲ ଅଭିଯାନ କମିଟିର ସଭାପତି ଗୋଲାପ ଚନ୍ଦ୍ର ପଟେଲ ତଥା ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ପ୍ରମୁଖ ସହଯୋଗ କରିଥିଲେ।