ପୁରୀ ମ୍ୟୁନିସିପାଲଟି: ଚନ୍ଦ୍ରଶେଖର ପାଠାଗାର ଠାରେ ଦ ବେଲ୍ ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ବୟସର ଚର୍ଚ୍ଚା କାର୍ଯ୍ୟକ୍ରମ ଅନୁଷ୍ଠିତ
Puri M, Puri | Jun 3, 2025 ଚନ୍ଦ୍ରଶେଖର ପାଠାଗାର ଠାରେ ଦ ବେଲ୍ ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ବୟସର ଚର୍ଚ୍ଚା କାର୍ଯ୍ୟକ୍ରମ ଅନୁଷ୍ଠିତ l ସ୍ବେଛାସେବୀ ସଂଗଠନ ସାମୁଖ୍ୟ ଦ ବେଲ୍ ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ବୟସର ଚର୍ଚ୍ଚା କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ଚନ୍ଦ୍ରଶେଖର ପାଠାଗାର ଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପୁରୀ ଜିଲ୍ଲାର ବିଭିନ୍ନ ସ୍ଥାନରୁ ଆସିଥିବା ବରିଷ୍ଠ ନାଗରିକ ଓ ସଂଗଠନ ମାନେ ଚର୍ଚ୍ଚାରେ ଭାଗ ନେଇ ବର୍ତ୍ତମାନ ସମୟରେ ବରିଷ୍ଠ ନାଗରିକ ମାନଙ୍କ ସମସ୍ୟା ସାମାଜିକ କର୍ତ୍ତବ୍ୟ ଓ ଅଧିକାର ବିଷୟରେ ମତ ବ୍ୟକ୍ତ କରିଥିଲେ।