ଜିଲ୍ଲା ଆଇନ୍ ସେବା ପ୍ରାଧୀକରଣ ଝାରସୁଗୁଡ଼ା ପକ୍ଷରୁ ଏକ ସଚେତନତା କାର୍ଯ୍ୟକ୍ରମ ଝାରସୁଗୁଡା ପ୍ରସନ୍ନ ପଣ୍ଡା ଆଇନ୍ ମହାବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଛି l ଆଜି ଶୁକ୍ରବାର ଅପରାହ୍ନ ପ୍ରାୟ ୩ ଟା ରୁ ୪ ଟା ଯାଏଁ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି l ସ୍ଥାନୀୟ ନାଗରିକଙ୍କ ମୌଳିକ କର୍ତ୍ତବ୍ୟ, ପୋସ୍କୋ ନିୟମ, କିଶୋର ନ୍ୟାୟ ନିୟମ ସମ୍ପର୍କିତ ଏହି ଆଇନ୍ ସଚେତନତା କାର୍ଯ୍ୟକ୍ରମ ରେ ସ୍ଥାୟୀ ଲୋକ ଅଦାଲତ ଝାରସୁଗୁଡା ର ଅଧ୍ୟକ୍ଷ ଅଶ୍ୱିନୀ କୁମାର ନାୟକ, ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ସଚିବ ଆଲୋକ ମୟୀ ପ୍ରଧାନ, ଆଇନ୍ ମହାବିଦ୍ୟାଳୟର ଅଧ୍ୟାପକ ବିଜୟ କୁମାର ପାଣି, ଆଇ ୟୁ ସି ଏ ଡବ୍ଲ