କବିସୂର୍ଯ୍ୟନଗର: କବିସୂର୍ଯ୍ୟନଗର ପଞ୍ଚାୟତ ସମିତି ସଭାକକ୍ଷ ପରିସର ରେ ବୁଥ ସ୍ତରୀୟ ଅଧିକାରୀଙ୍କ ପାଇଁ ଜାତୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଅଛି
Kabisuryanagar, Ganjam | Jul 15, 2025
ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ସଭା କକ୍ଷରେ ଅନୁଷ୍ଠିତ ହୋଇଯାଇଛି ବୁଥ ସ୍ତରୀୟ ଅଧିକାରୀଙ୍କ ପାଇଁ ଜାତୀୟ...