Public App Logo
Jansamasya
News
पुलिस
Bjp
National
Bihar
बिहार
बीजेपी
भाजपा
विधायक
Congress
Modi
Delhi
Viral
Crime
Jharkhand
Up
Breakingnews
Narendramodi
Madhya_pradesh
Pmmodi
पटना
Rahulgandhi
Haryana
Crimenews
Bareilly
Breaking
Election
Politics
उत्तराखंड
No video available

ବ୍ରଜରାଜନଗର: ଓପିଏମ ସରକାରୀ ଉଚ୍ଚ ବିଦ୍ୟାଳୟ, ବ୍ରଜରାଜନଗର ତରଫରୁ ସ୍ୱଚ୍ଛ ବିଦ୍ୟାଳୟ ତଥା ସ୍ୱଚ୍ଛ ଭାରତ ଅଭିଯାନ ସଚେତନତା କାର୍ଯ୍ୟକ୍ରମ

ଝାରସୁଗୁଡା ଜିଲ୍ଲା ଓପିଏମ ସରକାରୀ ଉଚ୍ଚ ବିଦ୍ୟାଳୟ, ବ୍ରଜରାଜନଗର ତରଫରୁ ସ୍ୱଚ୍ଛ ବିଦ୍ୟାଳୟ ତଥା ସ୍ୱଚ୍ଛ ଭାରତ ଅଭିଯାନ ସଚେତନତା କାର୍ଯ୍ୟକ୍ରମ ପାଳିତ ଆଜି ସକାଳ ସମୟରେ ହୋଇଯାଇଛି l ପରେ ଏକ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା l ମୁଖ୍ୟ ଅତିଥିଙ୍କ ଦ୍ୱାରା ଏହି ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ଏହି ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟତ୍ରୀ, ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ

MORE NEWS