ବାରିପଦା ସହରର ଶହୀଦ ସ୍ମୃତି ଭବନ ଠାରେ ମୟୂରଭଞ୍ଜ ଜିଲାସ୍ତରୀୟ ସମବାୟ ମହୋତ୍ସବ ୨୦୨୫ ବୁଧବାର ଦିନ ପ୍ରାୟ ୧୧ ଟାରେ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ବାରିପଦା ବିଧାୟକ ପ୍ରକାଶ ସୋରେନ, ସମ୍ମାନୀୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ନେତ୍ରାନନ୍ଦ ମଲ୍ଲିକ ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।