ବିରାମହରାଜପୁର ଥାନା ସନ୍ତର୍ଗତ ରଥପୁର ଓଡିଶା ଆଦର୍ଶ ବିଦ୍ୟାଳୟରେ ଆଜି ବାର୍ଷିକ କ୍ରୀଡା ଉତ୍ସବ ଆଜି ଅପରାହ୍ନ 3ଟା ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଯାଇଛି l ଅଧ୍ୟକ୍ଷ ବିଷ୍ଣୁପ୍ରସାଦ ଜେନାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦଘାଟଣି ଉତ୍ସବକୁ ବ୍ଲକ ଉପାଧ୍ୟାକ୍ଷ ନାରାୟଣ ଲୁହା ମୁଖ୍ୟ ଅତିଥି ଏବଂ ବକ୍ତା ଭାବରେ ବରିଷ୍ଠ ସାମ୍ବାଦିକ ଯୁଗଳ କିଶୋର ମିଶ୍ର ଯୋଗଦେଇ ଥିଲେ l ସମ୍ମାନିତ ଅତିଥି ଭାବରେ ବିଶିଷ୍ଠ ଶିକ୍ଷାବିତ ପ୍ରଫୁଲ୍ଲ ରଥ, ଇନ୍ଦ୍ରଜିତ ପରୁଆ ଯୋଗଦେଇଥିଲେ l ଏହି ଅବସରରେ ବରିଷ୍ଠ ଓ କନିଷ୍ଠ ବର୍ଗର ଛାତ୍ର ଛାତ୍ରଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା l ପରେ ବରିଷ୍ଠ ଏବ