ଢେ଼ଙ୍କାନାଳ ଜିଲ୍ଲା ନିହଲପ୍ରସାଦ ଥାନା ଅନ୍ତର୍ଗତ କମାରଶାଳିଆ ବାସିନ୍ଦା ବିଚିତ୍ରା ନନ୍ଦ ସାହୁଙ୍କ ସ୍ବାସ୍ଥ୍ୟ ଅବସ୍ଥା ଗୁରୁତର ହୋଇଯିବାରୁ ତାଙ୍କୁ ଇମ୍ଫା କମ୍ପାନୀ କର୍ମଚାରୀ ମାନଙ୍କ ସହାୟତାରେ ତୁରନ୍ତ ଉଦ୍ଧାର କରାଯାଇ ସୁକିନ୍ଦା ଗୋଷ୍ଠି ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯିବା ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିବା ମଙ୍ଗଳବାର ରାତି 10 ଘଟିକା ସମୟରେ ଦେଖିବାକୁ ମିଳିଛି ।