ଗଞ୍ଜାମ ଜିଲ୍ଲା ସୋରଡ଼ା ସହର ରେ ଥିବା ପ୍ରକାଶ ଚନ୍ଦ୍ର ମହାପାତ୍ର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୨୫ ବର୍ଷ ପୂର୍ତ୍ତି ଅବସରରେ ରଜତ ଜୟନ୍ତୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି. ଏହି କାର୍ଯ୍ୟକ୍ରମ ଅଧ୍ୟକ୍ଷା ସଂଯୁକ୍ତା ପଣ୍ଡା ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଥିବା ବେଳେ ମୁଖ୍ୟ ଅତିଥିଭାବେ ବ୍ରହ୍ମପୁର ଆକାଶବଣୀ ପୂର୍ବତନ ନିର୍ଦେଶକ ହୃଷିକେଶ ପାଣିଗ୍ରାହୀ,ମୁଖ୍ୟବକ୍ତା ଭାବେ ସୂଦୀପ୍ତା ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଥିଲେ।