ଲକ୍ଷ୍ମୀପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଦଶମନ୍ତପୁର ବ୍ଲକର ଦଶମନ୍ତପୁର ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ପ୍ରତେକ ଶିଶୁ ଆମ ପାଇଁ ମୁଲ୍ୟବାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ବ୍ଲକ ସ୍ତରୀୟ ଏକ ଦିବସୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏନେଇ ଜିଲ୍ଲା ପଞ୍ଚାୟତ ସାଧନ କେନ୍ଦ୍ର ତରଫରୁ ସଂଧ୍ଯା ୫ଟା ସମୟରେ ସୂଚନା।