ଭୋଗରାଇ: ପୂର୍ବତନ ବିଧାୟକ ପ୍ୟାରୀମୋହନ ଦାସଙ୍କ 39 ତମ ଶ୍ରାଦ୍ଧ ବାର୍ଷିକୀ ପାଳିତ
ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ଭୋଗରାଇର ପୂର୍ବତନ ବିଧାୟକ ସ୍ୱର୍ଗତ ପ୍ୟାରୀମୋହନ ଦାସଙ୍କ ୩୯ ତମ ଶ୍ରାଦ୍ଧ ବାର୍ଷିକୀ ଅବସରରେ ଫାଉଣ୍ଡେସନ ସଭାପତି ଅପର୍ଣ୍ଣା ଦାସ ମହାପାତ୍ରଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।