Public App Logo
Jansamasya
News
Maharashtra
बॉलीवुड
Bjp
National
Police
Bihar
India
कांग्रेस
Congress
Modi
Delhi
Viral
Rajasthan
Bollywood
दिल्ली
Patna
Breakingnews
Madhya_pradesh
अनिल
Cm
Nsui
Pmmodi
Rahulgandhi
यूपी
कानपुर
Pm
Uttarpradesh
Haryana

ଖଲ୍ଲିକୋଟ୍: ତାଳପଡ଼ା ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଧାନ ମଣ୍ଡି ଉଦଘାଟନୀ ଉତ୍ସବ ଅନୁଷ୍ଠିତ, ଯୋଗଦେଲେ ବିଧାୟକ ପୂର୍ଣ୍ଣ ଚନ୍ଦ୍ର ସେଠୀ

Khalikote, Ganjam | Jan 15, 2026
ତାଳପଡ଼ା ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଆଜି ଦିନ ଗୋଟାଏ ସମୟରେ ଧାନ ମଣ୍ତିର ଶୁଭ ଉଦଘାଟନୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । କାମଧେନୁ ଏସ ଏଚ ଜି ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଖଲ୍ଲିକୋଟ ବିଧାୟକ ପୂର୍ଣ୍ଣ ଚନ୍ଦ୍ର ସେଠୀ ଯୋଗଦେଇ ଧାନ ମଣ୍ତିର ଶୁଭ ଉଦଘାଟନ କରିଥିଲେ । ଏହି ଉଦଘାଟନୀ ଉତ୍ସବରେ କାମଧେନୁ ଏସ ଏଚ ଜି ର ସଭାପତି ତଥା ସମ୍ପାଦକ ସ୍ଵର୍ଣ୍ଣଲତା ରଥ ଏବଂ ମହିଳା ସଂଘର ସମସ୍ତ ସଦସ୍ୟଙ୍କ ସହ ଅଞ୍ଚଳର ବହୁ ସଂଖ୍ୟାରେ ଚାଷୀ ମାନେ ଉପସ୍ଥିତ ରହି ସହଯୋଗ କରିଥିଲେ ।