ତଲସରା: ବଡ଼ଗାଁ ନର୍ସିଂ କଲେଜ ପ୍ରାଙ୍ଗଣରେ ସ୍ବର୍ଣ୍ଣ ପ୍ରାସନ କାର୍ଯ୍ୟକ୍ରମ ରେ ଯୋଗ ଦେଲେ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ
ସୁନ୍ଦରଗଡ଼ ଜିଲ୍ଲାର ବଡ଼ଗାଁ ସ୍ଥିତ ନର୍ସିଂ କଲେଜ ପ୍ରାଙ୍ଗଣରେ ଆଜି ସ୍ବର୍ଣ୍ଣ ପ୍ରାସନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବ ରେ ସୁନ୍ଦରଗଡ଼ ସାଂସଦ ତଥା କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ଅଂଶଗ୍ରହଣ କରି କାର୍ଯ୍ୟକ୍ରମ କୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ମୁଖ୍ୟ ବକ୍ତା ଭାବେ ସୁପ୍ରିମକୋର୍ଟ ର ଓକିଲ ପୱନ କୁମାର ସିଂ ଅଂଶଗ୍ରହଣ କରିଥିଲେ। ସମାଜସେବୀ ରାମଚନ୍ଦ୍ର ନାୟକ ଙ୍କର ସଭାପତିତ୍ବରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।