ନୂଆପଡା: ଓଡ଼ିଶାରେ ଶାନ୍ତିପୂର୍ଣ୍ଣ ଭାବେ ଅନୁଷ୍ଠିତ ହେଲା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା
ଓଡ଼ିଶାରେ ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା କଡ଼ା ସୁରକ୍ଷା ମଧ୍ୟରେ ଅନୁଷ୍ଠିତ ହୋଇଛି। ୭ଟି କେନ୍ଦ୍ରରେ ମୋଟ୍ ୧୩୫୭ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି। ପରୀକ୍ଷାକୁ ନିର୍ଭୁଲ ଓ କପି ମୁକ୍ତ କରିବା ପାଇଁ ସ୍ୱତନ୍ତ୍ର ସ୍କୁଆର୍ଡ଼ ଟିମ୍ ମୁତୟନ ହୋଇଥିଲେ।