କଣ୍ଟାବାଞ୍ଜି: ଅଶୋକ ନଗର ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ
କଣ୍ଟାବାଞ୍ଜି ଅଶୋକ ନଗର ପ୍ରାଥମିକ ବିଦ୍ୟାଳୟ ପରିସରରେ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅତି ଆଡମ୍ବର ସହକାରେ ପାଳିତ ହୋଇଯାଇଛି। ଅଶୋକ ନଗର ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଲାବଣ୍ୟ ବତୀ ଧରୁଆଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅତିଥିମାନେ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଶିକ୍ଷା ଓ ସଂସ୍କାର ଦିଗରେ ଉତ୍ସାହିତ କରିଥିଲେ।