ବ୍ରହ୍ମପୁୁର ମ୍ୟୁନିସିପାଲଟି କର୍ପୋରେସନ: ବ୍ରହ୍ମପୁର ବିଧାନସଭା ପାଇଁ ବିଜେଡି ପ୍ରାର୍ଥୀ ହେଲେ ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ
ବିଜୁ ଜନତା ଦଳ ପକ୍ଷରୁ ଓଡ଼ିଶାର ବିଭିନ୍ନ ନିର୍ବାଚନ ମଣ୍ଡଳୀ ନିମନ୍ତେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ପ୍ରାର୍ଥୀ ଘୋଷଣା କରିଛନ୍ତି। ବ୍ରହ୍ମପୁରର ୫ ଥରର ବିଧାୟକ ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକଙ୍କୁ ଦଳ ପୁଣି ଥରେ ବ୍ରହ୍ମପୁର ବିଧାନସଭା ପାଇଁ ପ୍ରାର୍ଥୀ ଭାବେ ଚୟନ କରିଛି।