Public App Logo
Jansamasya
News
Bjp
National
Bihar
���ीजेपी
���िधायक
Congress
Modi
Delhi
Viral
���ाजस्थान
Jharkhand
Rajasthan
���ध्यप्रदेश
���मित_शाह
Breakingnews
Narendramodi
Nitishkumar
Madhya_pradesh
Pmmodi
Rahulgandhi
���रियाणा
Haryana
���ादी
Crimenews
Nda
School
Cbi
Politics

କେନ୍ଦୁଝର ସହର: କେନ୍ଦୁଝର ଜିଲ୍ଲାପାଳଙ୍କ ଦରବାର ହଳ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ଆଜି କେନ୍ଦୁଝର ଜିଲ୍ଲାପାଳ ଶ୍ରୀ ବିଶାଲ ସିଂହଙ୍କ ନେତୃତ୍ୱରେ କେନ୍ଦୁଝର ଜିଲ୍ଲା ସଦର ମହକୁମାସ୍ଥ ଦରବାର ହଲ୍‌ଠାରେ ଜନସାଧାରଣଙ୍କ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ମୋଟ୍ ୧୬୯ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସମୁଦାୟ ଅଭିଯୋଗ ମଧ୍ୟରୁ ୨୭ଟି ଅଭିଯୋଗ ଗୋଷ୍ଠୀ ସମସ୍ୟା/ଗ୍ରାମ୍ୟ ସମସ୍ୟାମୂଳକ ହୋଇଥିବାବେଳେ ୧୪୨ଟି ଅଭିଯୋଗ ବ୍ୟକ୍ତିଗତ ସମସ୍ୟା ଉପରେ ପର୍ଯ୍ୟବେସିତ ଥିଲା ।