ଓଡିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ ପକ୍ଷରୁ ଗଞ୍ଜାମ ଜିଲ୍ଲା ସମଗ୍ର ଶିକ୍ଷା ପକ୍ଷରୁ ଡିସ୍ଲେକ୍ସିଆକୁ ନେଇ ଏକ ସଚେତନତା ଶୋଭାଯାତ୍ରା ଶୁକ୍ରବାର ପୂର୍ବାହ୍ନରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଜ଼ିଲ୍ଲା ଶିକ୍ଷାଧିକାରୀ ଅଜୟ କୁମାର ପାତ୍ର ଓ ଅତିରିକ୍ତ ଜ଼ିଲ୍ଲା ଶିକ୍ଷାଧିକାରୀ ପ୍ରଭାତୀ ମହାପାତ୍ର ପ୍ରମୁଖ ଯୋଗଦେଇଥିଲେ।