Public App Logo
Jansamasya
Haryana
���ादी
Crimenews
Karnataka
Bareilly
���प
Agra
Biharnews
Jodhpur
Fatehpur
Kanganaranaut
Amitshah
Fire
Live
Jhansi
Yogiadityanath
Rain
���ोगी_आदित्यनाथ
Sonunigam
Arvindkejriwal
Rajasthannews
Rahul
Indianews
���ंगाल
Gwaliornews
New_delhi
���िल्ली_मेट्रो
Newsupdate
���निका
No video available

ଜଗତସିଂହପୁର: ଡେରିକି ପଞ୍ଚାୟତରେ ଆମ ଓଡିଶା ନବୀନ ଓଡିଶା ମାଧ୍ୟମରେ ପଞ୍ଚାୟତସ୍ତରୀୟ ସଚେତନତା ଶିବିର ଅନୁଷ୍ଠିତ, ପ୍ରତିକ୍ରିୟା ଦେଲେ ଜଗତସିଂହପୁର ବିଧାୟକ

ନାଉଗାଁ ବ୍ଲକ ଡେରିକି ପଞ୍ଚାୟତରେ ଆମ ଓଡିଶା ନବୀନ ଓଡିଶା ମାଧ୍ୟମରେ ପଞ୍ଚାୟତସ୍ତରୀୟ ସଚେତନତା ଶିବିର ଅନୁଷ୍ଠିତ, ଯୋଗଦେଲେ ବିଧାୟକ l ସୂଚନା ଅନୁଯାୟୀ ଆଜି ନାଉଗାଁ ବ୍ଲକ ଅଧିନସ୍ଥ ଡେରିକି ପଞ୍ଚାୟତରେ ରାଜ୍ୟ ସରକାରଙ୍କ ଆମ ଓଡିଶା ନବୀନ ଓଡିଶା ମାଧ୍ୟମରେ ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନା ସମ୍ପର୍କରେ ପଞ୍ଚାୟତସ୍ତରୀୟ ସଚେତନତା ଶିବିର ଅନୁଷ୍ଠିତ ହୋଇଥିଲା l ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜଗତସିଂହପୁର ବିଧାୟକ ପ୍ରଶାନ୍ତ କୁମାର ମୁଦୁଲି ଯୋଗଦେଇ ପଞ୍ଚାୟତରେ ହେଉଥିବା ଉନ୍ନତି ସମ୍ପର୍କରେ ସଚେତନତା କରିଥିବାର ଦେଖାଯାଇଛି l
ଜଗତସିଂହପୁର: ଡେରିକି ପଞ୍ଚାୟତରେ ଆମ ଓଡିଶା ନବୀନ ଓଡିଶା ମାଧ୍ୟମରେ ପଞ୍ଚାୟତସ୍ତରୀୟ ସଚେତନତା ଶିବିର ଅନୁଷ୍ଠିତ, ପ୍ରତିକ୍ରିୟା ଦେଲେ ଜଗତସିଂହପୁର ବିଧାୟକ - Jagatsinghapur News