ଧରାକୋଟ: ସୁମନ୍ତପୁର ଗଣେଶ ମନ୍ଦିର ପରିସରରେ ବିଜେପି ପକ୍ଷରୁ ସଫେଇ କାର୍ଯ୍ୟକ୍ରମ ସହ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ
ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ନିର୍ବାଚନ ମଣ୍ଡଳୀ ଆମ୍ବଗାଁ ପଞ୍ଚାୟତ ସୁମନ୍ତପୁର ଗ୍ରାମରେ ବିଜେପି ପକ୍ଷରୁ ସଫେଇ କାର୍ଯ୍ୟକ୍ରମ ସହ ମା ପାଇଁ ଗଛ ଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ବିଜେପି ମଣ୍ଡଳ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମ ରେ ବିଜେପି ପୂର୍ବତନ ସାନଖେମୁଣ୍ଡି ବିଧାୟକ ପ୍ରାର୍ଥୀ ଉତ୍ତମ ପାଣିଗ୍ରାହୀ ଯୋଗଦେଇ ଗ୍ରାମର ଗଣେଶ ମନ୍ଦିର ପରିସରରେ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l