ଟାଟା ଷ୍ଟିଲ ଓ ପରିବେଶ ପ୍ରେମୀଙ୍କ ଉଦ୍ୟମରେ କେନ୍ଦୁଝର ଜିଲ୍ଲାର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳ ସାନଘାଗରାଠାରେ ପ୍ଲାଷ୍ଟିକମୁକ୍ତ ପରିବେଶ ସଚେତନତା କାର୍ଯ୍ୟକ୍ରମ ସହ ସଫେଇ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। କେନ୍ଦୁଝରର ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ସହଯୋଗିତାରେ ଆୟୋଜିତ ଏହି କାର୍ଯ୍ୟକ୍ରମର ହୋଇଥିଲା।