ଛତ୍ରପୁର: ଗଞ୍ଜାମ ଜିଲ୍ଲାରେ ୨ ଦିନ ପର୍ଯ୍ୟନ୍ତ ବିଜୁଳି ଘଡ଼ଘଡ଼ି ସହ ଝଟକା ପବନ ସମ୍ଭାବନା, ଗଞ୍ଜାମ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି
ଆସନ୍ତା ୨ ଦିନ ଗଞ୍ଜାମ ଜିଲ୍ଲାରେ ଘଡ଼ଘଡ଼ି ସହ ଝଟକା ପବନ ବହିବାର ଆଶଙ୍କା ରହିଛି। ଏଥି ସହିତ ବଜ୍ରପାତ ସମ୍ଭାବନା ରହିଛି। ଏନେଇ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ମଂଗଳବାର ଅପରାହ୍ନରେ ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।