Public App Logo
Jansamasya
���ादसा
News
Bjp
National
Bihar
���ीजेपी
���िधायक
Congress
Modi
Delhi
Viral
Jharkhand
Rajasthan
���मित_शाह
Breakingnews
Narendramodi
Nitishkumar
Madhya_pradesh
Pmmodi
Rahulgandhi
���रियाणा
Haryana
Crimenews
Nda
School
Cbi
Mathura
Fatehpur
Jodhpur

ଆସିକା: ଆସିକା ସରକାରୀ ବାଳୀକା ଉଚ୍ଚ ବିଦ୍ୟାଳୟ ଠାରେ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ

Asika, Ganjam | Dec 3, 2025
ଗଞ୍ଜାମ ଜିଲ୍ଲା ଆସିକା ସହର ସ୍ଥିତ ସରକାରୀ ବାଳୀକା ଉଚ୍ଚ ବିଦ୍ୟାଳୟ ଠାରେ ସମଗ୍ର ଶିକ୍ଷା ଗଞ୍ଜାମ ଆନୁକୂଲ୍ୟରେ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ ହୋଇଯାଇଛି । କାର୍ଯ୍ୟକ୍ରମକୁ ବିଦ୍ୟାଳୟ ପ୍ରଧାନ ଶିକ୍ଷୟତ୍ରୀ ମିନତୀ କୁମାରୀ ପାତ୍ର ଉଦଘାଟନ କରିଥିବା ବେଳେ ଏହି ଅବସରରେ ଦୈାଡ, ମ୍ୟୁଜିକାଲ ଚେୟାର, ବକେଟ ବଲ କ୍ରୀଡା ଭଳି ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିବା ବେଳେ ଏଥିରେ ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ମାନେ ଅଂଶଗ୍ରହଣ କରିଥିିଲେ । ଏହି କ୍ରୀଡାରେ ବହୁ ବିଦ୍ୟାଳୟରୁ ପ୍ରାୟ ୭୦ ରୁ ଉର୍ଦ୍ଧ ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ଯୋଗଦେଇଥିଲେ l