ଜିଲ୍ଲା କାର୍ଯ୍ୟାଳୟ ଠାରେ ଅନୁଗୋଳ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରତାପ ପ୍ରୀତିମୟଙ୍କ ଅଧ୍ୟକ୍ଷତାରେ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ୪୮ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥୁମଧ୍ୟରୁ ୪୬ଟି ବ୍ୟକ୍ତିଗତ ଓ ୨ଟି ଗ୍ରାମ୍ୟଭିଭିକ ଅଭିଯୋଗର ଶୁଣାଣି କରାଯାଇଥିଲା । ୧ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୫ ହଜାର ଟଙ୍କା ଓ ୬ ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪୦ହଜାର ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ । ଏହି ଶିବିରକୁ ଆସିଥିବା ଲୋକମା