ସୋନପୁର: ଗଜବନ୍ଧ ଶ୍ରୀ ଜଗନ୍ନାଥ ଉଚ୍ଚ ବିଦ୍ୟାଳୟରେ ଯକ୍ଷ୍ମା ନିରାକରଣ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ
ସୂଚନା ଅନୁସାରେ ଆଜି ଅପରାହ୍ନ ୨ ଘଣ୍ଟା ପର୍ଯ୍ୟନ୍ତ ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଗଜବନ୍ଧ କ୍ଲଷ୍ଟର ଅନ୍ତର୍ଗତ ଶ୍ରୀ ଜଗନ୍ନାଥ ଉଚ୍ଚ ବିଦ୍ୟାଳୟରେ ଯକ୍ଷ୍ମା ନିରାକରଣ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ପଞ୍ଚାନନ କମ୍ପ ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ଗଜବନ୍ଧ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ର ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକାରୀ ସନ୍ତୋଷିନୀ ସାହୁ ମୁଖ୍ୟ ବକ୍ତା ଭାବେ ଯୋଗଦେଇ ଯକ୍ଷ୍ମା ରୋଗର କାରଣ, ନିରାକରଣ ଓ ସତର୍କତା ଉପରେ