ହିଞ୍ଜିଳି: ହିଞ୍ଜିଳି କାଟୁ ନିର୍ବାଚନ ମଣ୍ଡଳୀର ଶେରଗଡ଼ ବ୍ଲକ ସୁନନ୍ତର ଗ୍ରାମ ପଞ୍ଚାୟତ ଠାରେ ଏକତା ପଦଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି
Hinjili, Ganjam | Nov 25, 2025 ଗଞ୍ଜାମ ଜିଲ୍ଲା ହିଞ୍ଜିଳି କାଟୁ ନିର୍ବାଚନ ମଣ୍ଡଳୀର ଶେରଗଡ଼ ବ୍ଲକ ସୁନାନ୍ତର ଗ୍ରାମ ପଞ୍ଚାୟତ ଠାରେ ଅନୁଷ୍ଠିତ ହୋଇଯାଇଛି ଏକତା ପଦଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ. ଏହି କାର୍ଯ୍ୟକ୍ରମ ରେ ଆସ୍କା ସାଂସଦ ଶ୍ରୀମତୀ ଅନିତା ଶୁଭ ଦର୍ଶନୀ ପଟ୍ଟନାୟକ ମୁଖ୍ୟ ଅତିଥିଭାବେ ଯୋଗଦେଇଥିଲେ.ଲୌହ ମାନବ ସର୍ଦାର ବଲଭ ଭାଇ ପଟେଲ ଙ୍କ ଜନ୍ମ ଜୟନ୍ତୀ ଠାରୁ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଅଛି. ଏହି କାର୍ଯ୍ୟକ୍ରମ ବହୁ ବ୍ୟକ୍ତି ବିଶେଷ ଉପସ୍ଥିତଥିଲେ.