Public App Logo
Jansamasya
Madhya_pradesh
Pmmodi
Rahulgandhi
Haryana
Uttarpradesh
Jdu
Sambalpur
Cyclone
Bareilly
Bcci
Agra
Breaking
Aimim
Railway
Bsf
Fatehpur
Meerut
Raebareli
Rain
Kashmir
���ाकिस्तान
Trending
���िवाद
Bengal
���खिलेश
���ारतीय
���ोगी_आदित्यनाथ
Sonunigam
Arvindkejriwal
No video available

ସୁନ୍ଦରଗଡ ସହର: ରାଉରକେଲା ହକି ଷ୍ଟାଡିୟମ ନିକଟରେ ଏକ କାର ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ; ଅଳ୍ପକେ ବର୍ତ୍ତିଲେ ଚାଳକ

ସୋମବାର ରାଉରକେଲା ହକି ଷ୍ଟାଡିୟମ ନିକଟରେ ଏକ କାର ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଥିବା ବେଳେ ଅଳ୍ପକେ ବର୍ତ୍ତି ଯାଇଛନ୍ତି କାର ଚାଳକ। ସୂଚନାନୁସାରେ ଆଜି ଏକ କାର ଦ୍ରୁତ ଗତିରେ ଆସି ରାଉରକେଲା ହକି ଷ୍ଟାଡିୟମଠାରେ ଭାରସାମ୍ୟ ହରାଇ ରାସ୍ତାର ଫୁଟପାଥରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏଥିରେ କାର ଚାଳକ ଜଣକ ଅଳ୍ପକେ ବର୍ତ୍ତି ଯାଇଥିବା ସୂଚନା ମିଳିଛି।