ସୋର: ସୋରରେ ପାଳନ ହେଲା ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ, ଯୋଗଦେଲେ ବିଧାୟକ
Soro, Balasore | Oct 1, 2026 ସୋର ବ୍ଲକ୍ ସମ୍ମିଳନୀ କକ୍ଷରେ ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ-୨୦୨୬ ପାଳିତ ହୋଇଛି। ସୋର ବିଧାୟକ ମାଧବ ଧଡା ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଛନ୍ତି। ସାମାଜିକ ସୁରକ୍ଷା ଅଧିକାରୀଙ୍କ ଦ୍ୱାରା କାର୍ଯ୍ୟକ୍ରମ ପରିଚାଳିତ ହୋଇଥିଲା।