ଜୟପୁର: ଜୟପୁର ବ୍ଲକ ଅନ୍ତର୍ଗତ ଏକମ୍ବା ଠାରେ ପଞ୍ଚାୟତ ସ୍ତରିୟ ଅଭିଯୋଗ ଓ ଜନ ଶୁଣାଣି ଶିବିର ଅନୁଷ୍ଠିତ
ଜୟପୁର ବ୍ଲକ ଅନ୍ତର୍ଗତ ଏକମ୍ବା ଠାରେ ପଞ୍ଚାୟତ ସ୍ତରିୟ ଅଭିଯୋଗ ଓ ଜନ ଶୁଣାଣି ଶିବିର ଆଜି ଦିନ ୧୧ଟାରେ ଆରମ୍ଭ ହୋଇ ଅପରାହ୍ନ ୨ ଘଣ୍ଟା ସମୟରେ ଶେଷ ହୋଇଥିଲା । ଏହି ଅଭିଯୋଗ ଶୁଣାଣିରେ ସହକାରି ଯନ୍ତ୍ରୀ ରଞ୍ଜିତା ରାଣି ପଣ୍ଡା.ଜିପିଡିଓ ସୁବାସ ଖିଲ ସହ ଅନ୍ୟ ଲାଇନ ର ବ୍ଲକ ସ୍ତରିୟ ଅଧିକାରି ମାନେ ଉପସ୍ଥିତ ଥିଲେ । ଏଥିରେ ପଞ୍ଚାୟତର ବିଭିନ୍ନ ଗ୍ରାମର ଗ୍ରାମବାସୀ ଉପସ୍ଥିତ ଥିଲେ । ଗ୍ରାମବାସୀ ମାନେ ବିଭାଗର ଅଧିକାରି ମାନଙ୍କୁ ି ଅଭିଯୋଗ କରିଥିଲେ ।