କୋଷାଗୁମୁଡା ବ୍ଲକର ବିଭିନ୍ନ ସ୍ଥାନରେ ଅବକାରୀ ବିଭାଗ ର ଚଢ଼ାଉ ବିପୁଳ ପରିମାଣର ମଦ ଜବତ ଜିଲ୍ଲାପାଳ ଡକ୍ଟର ମହେଶ୍ୱର ସ୍ବାଇଁ , ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ସନ୍ଦୀପ ସମ୍ପଦ ମାଡକର ଙ୍କ ନିର୍ଦ୍ଦେଶ କ୍ରମେ ତଥା ଅବକାରୀ ଅଧିକ୍ଷକ ଶ୍ରୀ ପ୍ରତାପ କୁମାର ଦାସ ଙ୍କ ନିର୍ଦ୍ଦେଶ କ୍ରମେ, ଅବକାରୀ ନିରୀକ୍ଷକ ଦିଲ୍ଲୀପ କୁମାର ରଥ ତଥା ଜିଲ୍ଲା ଅବକାରୀ ଭ୍ରାମ୍ୟମାଣ ଗୋଷ୍ଟି ନୀରିକ୍ଷକ ବୃନ୍ଦାବନ ମଣ୍ଡଳ ଙ୍କ ପ୍ରତ୍ୟକ୍ଷ ତତ୍ଵାବଧାନରେ ଚଢ଼ାଉ ହେଇଥିଲା