କୁଚିଣ୍ଡା ବ୍ଲକ ଅନ୍ତର୍ଗତ ଚନ୍ଦନିମାଲ ସ୍ଥିତ ହିରାଧର ଯୁବକ ସଙ୍ଘ ଉଚ୍ଚ ବିଦ୍ୟାଳୟ ଠାରେ ସମ୍ବାଦ ସାହିତ୍ୟ ଘର ପକ୍ଷରୁ ନୂତନ ସାହିତ୍ୟ ପ୍ରତିଭା ଚୟନ କାର୍ଯ୍ୟକ୍ରମ ମଙ୍ଗଳବାର ଦିନ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷକ କମଲ ଲୋଚନ ବେହେରାଙ୍କ ସଭାପତିତ୍ବ ରେ ଆୟୋଜିତ ହୋଇଥିବା ଉକ୍ତ କାର୍ଯ୍ୟକ୍ରମରେ କୁଚିଣ୍ଡା ସମ୍ବାଦ ସାହିତ୍ୟ ଘର ସଭାପତି ସୁବାସ ଚନ୍ଦ୍ର ନାୟକ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ କାର୍ଯ୍ୟକ୍ରମର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ନେଇ ମତ ବ୍ୟକ୍ତ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ସାହିତ୍ୟ ଘର ଉପଦେଷ୍ଟା ଅଲେଖ ପତି, ସଂଯୋଜକ ଗଗନ ଶର୍ମା , କବୀୟତ୍ରୀ ସୁସ୍ମିତା ପଟେଲ