ଭଞ୍ଜନଗର: ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ଡୁମାକୁମ୍ପା ଗ୍ରାମ ପଞ୍ଚାୟତ ର ସଭାଗୃହ ଠାରେ ଅଭିଯୋଗ ସୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ଡୁମାକୁମ୍ପା ଗ୍ରାମ ପଞ୍ଚାୟତ ର ସଭାଗୃହ ଠାରେ ଅଭିଯୋଗ ସୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ସୁଣାଣି କାର୍ଯ୍ୟକ୍ରମ ଆଜି ଦିନ 10 ଘଣ୍ଟ ସମୟରେ ଅନୁଷ୍ଠିତ ହୋଇଥିବାର ଖବର ମିଳିଥିବା ବେଳେ କାର୍ଯ୍ୟକ୍ରମ ରେ ବ୍ଲକ ପ୍ରଶାସନ ଓ ତହସିଲ ପ୍ରଶାସନିକ ଅଧିକାରୀ ମାନେ ଯୋଗ ଦେଇ ସାଧାରଣ ଜନତାଙ୍କ ଅଭିଯୋଗ କୁ ଗ୍ରହଣ କରିଥିଲେ । କାର୍ଯ୍ୟକ୍ରମ ରେ ବହୁ ଜନସାଧାରଣ ଯୋଗ ଦେଇ ନିଜର ଅଭିଯୋଗ ଦାଖଲ କରିଥିଲେ ।