ପଦ୍ମପୁର: ପଦ୍ମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର
ପଦ୍ମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନାଙ୍କ ମିଳିତ ଅଧ୍ୟକ୍ଷତାରେ ଆଜି ୧୦ଟା ୩୦ ମିନିଟ ସମୟରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନାଙ୍କ ସମେତ ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ଲଲାଟ କୁମାର ଲୁହା, ପଦ୍ମପୁର ଉପଜିଲ୍ଲାପାଳ ସ୍ନେହା ଅରୁଗୁଲା, ପଦ୍ମପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ମନୋଜ ଦେବତା ଏବଂ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଶ୍ରୀ କୁବେର ମହନ୍ତ ଉପସ୍ଥିତ ରହି ଲୋକଙ୍କ ଅଭି