ସମ୍ବଲପୁର ମ୍ୟୁନିସିପାଲଟି: ରେମେଡ଼ ଛକ ରେ ବିଜୁ ପଟ୍ଟନାୟକ ଜୟନ୍ତୀ ପାଳିତ
ବିଜୁ ପଟ୍ଟନାୟକ ଜୟନ୍ତୀ ପାଳିତ l ପ୍ରବାଦ ପୁରୁଷ ସ୍ବର୍ଗତ ବିଜୁ ପଟ୍ଟାୟକଙ୍କ ୧୦୯ ତମ ଜୟନ୍ତୀ ଅବସରରେ ରେମେଡ଼ ଛକ ଠାରେ ଥିବା ପ୍ରବାଦ ପୁରୁଷ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ କରାଯାଇଛି l ଏହି ଅବସରରେ ଅନେକ ବିଜେଡି କର୍ମୀ ଏହି କାର୍ଯ୍ୟକ୍ରମ ରେ ଯୋଗ ଦେଇ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରିବା ସହ ସ୍ମୃତି ଚାରଣ କରିଥିଲେ l ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ କୁ ପଞ୍ଚାୟତ ରାଜ ଦିବସ ରୂପେ ପାଳନ କରାଯାଉଥିଲା l