ଭୋଗରାଇ: ଭୋଗରାଇ ସର୍ବେଶ୍ୱର ନୋଡାଲ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ ଓ ଜୟନ୍ତୀ ପାଳନ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସେବା ଓ ସମର୍ପଣର ୨୫ ବର୍ଷ ପୂର୍ତ୍ତି ଉପଲକ୍ଷେ ଭୋଗରାଇ ବ୍ଲକର ସର୍ବେଶ୍ୱର ନୋଡାଲ ଉଚ୍ଚ ବିଦ୍ୟାଳୟରେ ଗାନ୍ଧୀଜୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ପାଳନ ସହ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।