କଣ୍ଟାବାଞ୍ଜି: ବଙ୍ଗୋମୁଣ୍ଡାରେ ବ୍ଲକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା, ସଫଳ ଚାଷୀ ସମ୍ମାନିତ
ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡାଠାରେ ବ୍ଲକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା-2026 ଅନୁଷ୍ଠିତ। କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ ଯୋଗଦେଇ ସଫଳ ଚାଷୀଙ୍କୁ ସମ୍ମାନିତ କଲେ। କୃଷି କ୍ଷେତ୍ରର ବିକାଶ ଓ ଚାଷୀଙ୍କ ଆତ୍ମନିର୍ଭରଶୀଳତା ଉପରେ ଗୁରୁତ୍ୱ।