ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ଲଘୁଚାପ ସମ୍ପର୍କରେ ଭୁବନେଶ୍ୱର ପାଣିପାଗ ଅଫିସରେ ପ୍ରତିକ୍ରିୟା ରଖିଲେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି
Bhubaneswar M Corp, Khordha | Sep 2, 2025
ଉତ୍ତର ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ମିଆଁମାର ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ୨୪ ଘଣ୍ଟାରେ ଉତ୍ତର ବଙ୍ଗୋପସାଗରରେ...