ବାଲେଶ୍ବର ସଦର: ବାଲେଶ୍ୱରରେ ଦୁର୍ଗାପୂଜା ପାଇଁ ଶାନ୍ତି କମିଟି ବୈଠକ: ସାଂସଦ ଓ ବିଧାୟକଙ୍କ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ବାଲେଶ୍ୱର ଗାନ୍ଧୀ ସ୍ମୃତି ଭବନରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଦୁର୍ଗାପୂଜା ଶାନ୍ତି କମିଟି ବୈଠକ ଅନୁଷ୍ଠିତ ହୋଇଛି। ସାଂସଦ ଓ ବିଧାୟକଙ୍କ ଉପସ୍ଥିତିରେ ପୂଜା ପରିଚାଳନା ନେଇ ଆଲୋଚନା କରାଯାଇଛି।