Public App Logo
Jansamasya
���ादसा
News
Bjp
National
Bihar
���ीजेपी
���िधायक
Congress
Modi
Delhi
Viral
Rajasthan
���मित_शाह
Breakingnews
Narendramodi
Nitishkumar
Madhya_pradesh
Pmmodi
Rahulgandhi
���रियाणा
Haryana
Crimenews
Cbi
Mathura
Fatehpur
Jodhpur
Amitshah
Uppolice
Punjab

ଭଞ୍ଜନଗର: ଗଞ୍ଜାମ ଜିଲ୍ଲା ତାରାସିଙ୍ଗି ଥାନା ଧନଜୟପୁର ଗ୍ରାମରେ ଜଣେ ଘରୁ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଲୁଟ ହୋଇଥିବାର ଅଭିଯୋଗ ହୋଇଛି ।

Bhanjanagar, Ganjam | Dec 3, 2025
ଗଞ୍ଜାମ ଜିଲ୍ଲା ତାରାସିଙ୍ଗି ଥାନା ଧନଜୟପୁର ଗ୍ରାମରେ ଜଣେ ଘରୁ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଲୁଟ ହୋଇଥିବାର ଅଭିଯୋଗ ହୋଇଛି । ଏହି ଅଭିଯୋଗ ଆଜି ସକାଳ 7 ଘଣ୍ଟ ସମୟରେ ହୋଇଥିବାର ଖବର ମିଳିଥିବା ବେଳେ ତାରାସିଙ୍ଗି ପୋଲିସ ପ୍ରଶାସନ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି । ତେବେ ଘରର ଚିମିନି ବାଟ ଖୋଳି ଚୋର ମାନେ ଚୋରି କରିଥିବାର ଜଣାପଡିଛି ।

MORE NEWS