ବାଲେଶ୍ଵର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରକ୍ତଦାନ ଶିବିର ଅନୁଷ୍ଠିତ
Baleshwar, Balasore | Nov 15, 2026
ବାଲେଶ୍ଵର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରକ୍ତ କେନ୍ଦ୍ରରେ ସଦର ବିଧାୟକ ମାନସ କୁମାର ଦତ୍ତଙ୍କ ଦ୍ଵାରା ରକ୍ତଦାନ ଶିବିର ଉଦ୍ଘାଟିତ। ଆଶ୍ରିତା ତରାଇଙ୍କ ନେତୃତ୍ୱରେ ଆୟୋଜିତ ଏହି ଶିବିରରେ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗ ଦେଇଥିଲେ।