ନୂଆପଡା: ନୂଆପଡ଼ାରେ ଅନୁଷ୍ଠିତ ବ୍ଲକ୍ ସ୍ତରୀୟ ଆଥଲେଟିକ୍ସ ମିଟ୍
ନୂଆପଡ଼ା ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ଦ୍ୱାରା ଗୋଡଫୁଲା ହାଇସ୍କୁଲ ଠାରେ ଆୟୋଜିତ ହୋଇଛି ବ୍ଲକ୍ ସ୍ତରୀୟ ଆଥଲେଟିକ୍ସ ମିଟ୍ ୨୦୨୬-୨୭। ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ଅଧ୍ୟକ୍ଷା ତାରେଶ୍ୱରୀ ସାହୁ ଓ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ।