Public App Logo
Jansamasya
News
Bjp
National
Police
Bihar
बिहार
India
कांग्रेस
बीजेपी
भाजपा
Congress
Modi
Delhi
Viral
Jharkhand
Up
Rajasthan
Bollywood
Patna
Breakingnews
Narendramodi
Madhya_pradesh
Cm
Pmmodi
Rahulgandhi
यूपी
कानपुर
Uttarpradesh
Haryana

ଦିଗପହଣ୍ଡି: ଛଣମେରୀ ଗ୍ରାମ ନୂଆ ସାହି ଛକ ନିକଟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ଆକ୍ରମଣ

Digapahandi, Ganjam | Nov 30, 2025
ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଛଣମେରୀ ଗ୍ରାମ ନୂଆ ସାହି ଛକ ନିକଟରେ ଶନିବାର ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଜଣେ ଯୁବକଙ୍କୁ ହତ୍ୟା ଉଦ୍ୟମ କରାଯାଇଛି। ଗୁରୁତର ଆହତ ଯୁବକ ଜଣକ ହେଲେ ପାଟପୁର ଥାନା ଅନ୍ତର୍ଗତ ଡୋଳବ ଗ୍ରାମର ତୋଫାନ ଗୌଡ। ଏହି ମରଣାନ୍ତକ ଆକ୍ରମଣରେ ତୋଫାନଙ୍କ ସାଙ୍ଗ ଶିବ ପ୍ରଧାନ ମଧ୍ୟ ଆହତ ହୋଇଛନ୍ତି।ରବିବାର ପୂର୍ବାହ୍ନରେ ଘଟଣାର ତଦନ୍ତ ଆରମ୍ଭ କରିଛି ପୋଲିସ।