ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ଶ୍ରୀଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ପାରଳା କଳା ସଂସ୍କୃତି ଟ୍ରଷ୍ଟ ପକ୍ଷରୁ ଏକ ଭବ୍ୟ ମହା ଭଜନ ସମାରୋହ ଆୟୋଜିତ ହୋଇଯାଇଛି।