Public App Logo
Jansamasya
News
Bjp
National
Police
Bihar
India
जनसमस्या
भाजपा
Congress
Modi
Delhi
Viral
Jharkhand
Iyc
Bollywood
दिल्ली
Patna
Breakingnews
महिला
Narendramodi
Madhya_pradesh
सोशल_मीडिया
Mp
Madhyapradesh
Pmmodi
Rahulgandhi
Ipl
Haryana
Uttarpradesh

ନୂଆପଡା: ଡୁମେରପାଣିରେ ଗାଁରେ ପ୍ରଶାସନ କାର୍ଯ୍ୟକ୍ରମ ଅନୁଷ୍ଠିତ

Nuapada, Nuapada | Sep 15, 2025
ସଦର ବ୍ଲକ ଡୁମେରପାଣି ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଆଜି ଗ୍ରାମ ପଞ୍ଚାୟତ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଗାଁରେ ପ୍ରଶାସନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବିଡ଼ିଓ, ବ୍ଲକ ଅଧ୍ୟକ୍ଷା , ଜିଲ୍ଲା ପରିଷଦ ସଦସ୍ୟ, ସ୍ଥାନୀୟ ସରପଞ୍ଚ, ସମିତି ସଭ୍ୟ ପ୍ରମୁଖ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଲା ପରେ ସମସ୍ୟାର ସମାଧାନ ପାଇଁ ବିଭାଗୀୟ କର୍ମଚାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା।
ନୂଆପଡା: ଡୁମେରପାଣିରେ ଗାଁରେ ପ୍ରଶାସନ କାର୍ଯ୍ୟକ୍ରମ ଅନୁଷ୍ଠିତ - Nuapada News