ସୁନ୍ଦରଗଡ ସ୍ଥିତ ବିକାଶ ଭବନ ଠାରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ ସଅକ୍ଟୋବର ୨୮ ରୁ ନଭେମ୍ବର ୩ ତାରିଖ ପର୍ଯ୍ୟନ୍ତ ଦୁର୍ନୀତି ନିବାରଣ ସପ୍ତାହ ପାଳନ କରାଯାଉଅଛି। ଏହି ଉପଲକ୍ଷେ ଆଜି ବେଳେ ଦୁର୍ନୀତି ନିବାରଣ ବିଭାଗ ସୁନ୍ଦରଗଡ ଶାଖା ଏବଂ ସୁନ୍ଦରଗଡ ଜିଲ୍ଲା ପ୍ରଶାସନ ଦ୍ବାରା ଏକ ସଚେତନତା କାର୍ଯ୍ୟକ୍ରମ ସ୍ଥାନୀୟ ବିକାଶ ଭବନ ଠାରେ ଆୟୋଜିତ ହୋଇଯାଇଛି। ଚଳିତ ବର୍ଷ ଏହି ଦୁର୍ନୀତି ନିବାରଣ ସପ୍ତାହ ପାଳନ ର ଶୀର୍ଷକ ହେଉଛି ସତୁନିଷ୍ଠ ସଂସ୍କୃତି ହିଁ ରାଷ୍ଟ୍ର ସମୃଦ୍ଧି ର ଭିତ୍ତିଭୂମି..